Daniel 11:44 — Compare Translations

5 translations compared side by side

Odia - 1840
"ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍ବିଗ୍ନ କରିବ। ତହିଁରେ ସେ ଅନକଙ୍କେୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣରୂପେ ବିନାଶ କରିବା ପାଇଁ ମହା କୋପ ରେ ୟାତ୍ରା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ଵାଦ ତାହାକୁ ଉଦ୍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉ‌‌ଦ୍‌‌ବିଗ୍ନ କରିବ। ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍‍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍‍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।