Daniel 11:45 — Compare Translations
5 translations compared side by side
Odia - 1840
"ଏବଂ ସେ ସାଗର ଓ ରମ୍ଯ ପବିତ୍ର ପର୍ବତର ମଧିଅରେ ଆପଣା ରାଜକୀଯ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହବେ ଓ କହେି ତାହାକୁ ସାହାୟ୍ଯ କରିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ଵୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ସାଗର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହେବ ଓ କେହି ତାହାକୁ ସାହାଯ୍ୟ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମକାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।