Daniel 11:5 — Compare Translations

5 translations compared side by side

Odia - 1840
"ଦକ୍ଷିଣର ରାଜା ଶକ୍ତିଶାଳୀ ହବେେ କିନ୍ତୁ ତାଙ୍କର ସନୋପତିମାନଙ୍କ ମଧ୍ଯରୁ ଜଣେ ରାଜାଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ହବେ। ସେ ଦକ୍ଷିଣ ରାଜାଙ୍କ ଅପେକ୍ଷା ବୃହତ୍ ରାଜ୍ଯ ରେ ରାଜତ୍ବ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦକ୍ଷିଣ ଦେଶର ରାଜା ଓ ତାହାର ଅଧିପତିମାନଙ୍କ ମଧ୍ୟରୁ ଏକଜଣ ବଳବାନ ହେବ; ଆଉ, ଏ ତାହା ଅପେକ୍ଷା ବଳବାନ ହୋଇ କର୍ତ୍ତୃତ୍ଵ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ୍ ରାଜ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଦକ୍ଷିଣର ରାଜା ଶକ୍ତିଶାଳୀ ହେବେ କିନ୍ତୁ ତାଙ୍କର ସେନାପତିମାନଙ୍କ ମଧ୍ୟରୁ ଜଣେ ରାଜାଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ହେବ। ସେ ଦକ୍ଷିଣ ରାଜାଙ୍କ ଅପେକ୍ଷା ବୃହତ୍ ରାଜ୍ୟରେ ରାଜତ୍ୱ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ ରାଜ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ୍‍ ରାଜ୍ୟ ହେବ।