Daniel 11:6 — Compare Translations
5 translations compared side by side
Odia - 1840
"'ମାତ୍ର କିଛି ବର୍ଷ ପ ରେ ସମାନେେ ଏକତ୍ରୀତ ହବେେ। ଦକ୍ଷିଣ ରାଜ୍ଯର ରାଜକନ୍ଯା ଉତ୍ତରର ରାଜାକୁ ବିବାହ କରିବେ ମାତ୍ର ସହେି ରାଜକୁମାରୀ ନିଜ ଶକ୍ତି ଓ ଶାନ୍ତି ହରାଇବେ, ତା'ର ସ୍ବାମୀ ଦୁର୍ବଳ ହବେେ। ସେ ଓ ତାଙ୍କର ସ୍ବାମୀ, ସମାନଙ୍କେର ସନ୍ତାନ ଏବଂ ତାହାର ଦାସମାନଙ୍କୁ ହସ୍ତାନ୍ତର କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେସମୟରେ ଯେ ତାହାକୁ ବଳ ଦେଲା,ସମସ୍ତେ ସମର୍ପିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର କିଛି ବର୍ଷ ପରେ ସେମାନେ ଏକତ୍ରିତ ହେବେ। ଦକ୍ଷିଣ ରାଜ୍ୟର ରାଜକନ୍ୟା ଉତ୍ତରର ରାଜାକୁ ବିବାହ କରିବେ ମାତ୍ର ସେହି ରାଜକୁମାରୀ ନିଜ ଶକ୍ତି ଓ ଶାନ୍ତି ହରାଇବେ, ତା’ର ସ୍ୱାମୀ ଦୁର୍ବଳ ହେବେ। ସେ ଓ ତାଙ୍କର ସ୍ୱାମୀ, ସେମାନଙ୍କର ସନ୍ତାନ ଏବଂ ତାହାର ଦାସମାନଙ୍କୁ ହସ୍ତାନ୍ତର କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁ ବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।