Daniel 11:7 — Compare Translations
5 translations compared side by side
Odia - 1840
"ମାତ୍ର ତାହାର ପରିବାରରୁ କହେି ଜଣେ ବ୍ଯକ୍ତି ଉତ୍ତର ଦେଶସ୍ଥ ସୈନ୍ଯବାହିନୀକୁ ଆକ୍ରମଣ କରିବ। ଏବଂ ସହେି ୟୁଦ୍ଧ ରେ ସେ ଜଯୟୁକ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଏକଜଣ ସ୍ଵସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକି ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ତାହାର ପରିବାରରୁ କେହି ଜଣେ ବ୍ୟକ୍ତି ଉତ୍ତର ଦେଶସ୍ଥ ସୈନ୍ୟବାହିନୀକୁ ଆକ୍ରମଣ କରିବ। ଏବଂ ସେହି ଯୁଦ୍ଧରେ ସେ ଜୟଯୁକ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱ ସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;