Daniel 11:8 — Compare Translations

5 translations compared side by side

Odia - 1840
"ସେ ସମାନଙ୍କେର ପ୍ରତିମାଗୁଡିକୁ, ସମାନଙ୍କେର ଦବଗେଣଙ୍କୁ ଓ ସୁନା ରୂପାର ମନୋହର ପାତ୍ରଗୁଡିକୁ ମିଶରକୁ ନଇୟିବେ। କିଛି ବର୍ଷ ପାଇଁ ସେ ଉତ୍ତର ଦେଶୀଯ ରାଜାଙ୍କ ପାଇଁ ଆଉ ବିବ୍ରତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କର ପ୍ରତିମାଗୁଡ଼ିକୁ, ସେମାନଙ୍କର ଦେବଗଣଙ୍କୁ ଓ ସୁନା, ରୂପାର ମନୋହର ପାତ୍ରଗୁଡ଼ିକୁ ମିଶରକୁ ନେଇଯିବ। କିଛି ବର୍ଷ ପାଇଁ ସେ ଉତ୍ତର ଦେଶୀୟ ରାଜାଙ୍କ ପାଇଁ ଆଉ ବିବ୍ରତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ।