Daniel 11:9 — Compare Translations

5 translations compared side by side

Odia - 1840
"ଉତ୍ତରର ରାଜା ଦକ୍ଷିଣର ରାଜ୍ଯକୁ ଆକ୍ରମଣ କରିବ। ମାତ୍ର ସେ ୟୁଦ୍ଧ ରେ ହାରି ଆପଣା ଦେଶକୁ ଫରେିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତରର ରାଜା ଦକ୍ଷିଣର ରାଜ୍ୟକୁ ଆକ୍ରମଣ କରିବ। ମାତ୍ର ସେ ଯୁଦ୍ଧରେ ହାରି ଆପଣା ଦେଶକୁ ଫେରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ।