Daniel 12:10 — Compare Translations

5 translations compared side by side

Odia - 1840
"ଅନକେ ଲୋକ ନିଜକୁ ସ୍ବଚ୍ଛ ଓ ନିର୍ମଳମଯ ମନ କରିବେ। ମାତ୍ର ଦୁଷ୍ଟମାନଙ୍କର ଦୁଷ୍ଟାଚରଣ ବଢି ବଢି ଗ୍ଭଲିବ। ଦୁଷ୍ଟମାନଙ୍କ ମଧ୍ଯରୁ କହେି ହୃଦ୍ବୋଧ କରିବେ ନହିଁ। ମାତ୍ର ଜ୍ଞାନୀ ଲୋକମାନେ ଏସବୁ ବୁଝିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ନିଜକୁ ସ୍ୱଚ୍ଛ ଓ ନିର୍ମଳମୟ ମନ କରିବେ। ମାତ୍ର ଦୁଷ୍ଟମାନଙ୍କର ଦୁଷ୍ଟାଚରଣ ବଢ଼ି ବଢ଼ି ଗ୍ଭଲିବ। ଦୁଷ୍ଟମାନଙ୍କ ମଧ୍ୟରୁ କେହି ହୃ‌ଦ୍‌ବୋଧ କରିବେ ନହିଁ। ମାତ୍ର ଜ୍ଞାନୀ ଲୋକମାନେ ଏସବୁ ବୁଝିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।
Odia IRV 2017 (ଓଡିଆ ବାଇବେଲ)
ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।