Daniel 12:11 — Compare Translations

5 translations compared side by side

Odia - 1840
"ପୁଣି ଯେଉଁ ସମୟରେ ନିତ୍ଯ ବଳିଦାନ ନିବୃତ୍ତ ହବେ ଓ ବିନାଶକାରୀଙ୍କ ଘୃଣାୟୋଗ୍ଯ ବସ୍ତୁ ସ୍ଥାପିତ ହବେ ସହେି ସମୟଠାରୁ 1,290 ଦିନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ସହସ୍ର ଦୁଇ ଶତ ନବେ ଦିନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଯେଉଁ ସମୟରେ ନିତ୍ୟ ବଳିଦାନ ନିବୃତ୍ତ ହେବ ଓ ବିନାଶକାରୀଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ ସେହି ସମୟଠାରୁ 1290 ଦିନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।