Daniel 12:13 — Compare Translations
5 translations compared side by side
Odia - 1840
"ମାତ୍ର ଶଷେକାଳ ପର୍ୟ୍ଯନ୍ତ ତୁମ୍ଭେ, ଦାନିୟେଲ ନିଜ ପଥରେ ଗମନ କର। କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶଷେ ରେ ନିଜର ଅଧିକାର ରେ ଛିଡା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ଶେଷକାଳ ପର୍ଯ୍ୟନ୍ତ ତୁମ୍ଭେ, ଦାନିୟେଲ ନିଜ ପଥରେ ଗମନ କର। କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ନିଜର ଅଧିକାରରେ ଛିଡ଼ା ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।