Daniel 12:2 — Compare Translations

5 translations compared side by side

Odia - 1840
"ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନ; ଜୀବନ ଓ କେତେକେ ଲଜ୍ଜା ଓ ଅନ; ଅବଜ୍ଞା ଭୋଗ ପାଇଁ ଉଠିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସେମାନଙ୍କ ମଧ୍ୟରୁ ଅନେକ ଜାଗି ଉଠିବେ। କେତେକ ଅନନ୍ତ ଜୀବନ, କେତେକ ଲଜ୍ଜା ଓ କେତେକ ଚିର ଅପମାନ ଭୋଗ ପାଇଁ ଉଠିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।