Daniel 12:3 — Compare Translations
5 translations compared side by side
Odia - 1840
"ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ଯ ହବେେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ୟ୍ଯ କରିବେ, ଶଷେ ସମୟ ପର୍ୟ୍ଯନ୍ତ ତାରାଗଣ ତୁଲ୍ଯ ଉଜ୍ଜ୍ବଳ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନ; କାଳ ପର୍ଯ୍ୟନ୍ତ ତେଜସ୍ଵୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ୟ ହେବେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ଯ୍ୟ କରିବେ, ଶେଷ ସମୟ ପର୍ଯ୍ୟନ୍ତ ତାରାଗଣ ତୁଲ୍ୟ ଉଜ୍ଜ୍ୱଳ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।