Daniel 12:4 — Compare Translations
5 translations compared side by side
Odia - 1840
"ମାତ୍ର ହେ ଦାନିୟେଲ, ତୁମ୍ଭେ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନକେ ଏଣତେଣେେ ପ୍ରକୃତ ଜ୍ଞାନର ଅନ୍ବଷେଣ କରିବେ ଓ ଜ୍ଞାନର ବୃଦ୍ଧି ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନେକ ଏଣେତେଣେ ପ୍ରକୃତ ଜ୍ଞାନର ଅନ୍ୱେଷଣ କରିବେ ଓ ଜ୍ଞାନର ବୃଦ୍ଧି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।