Daniel 12:5 — Compare Translations
5 translations compared side by side
Odia - 1840
"ସେତବେେଳେ ମୁଁ ଦାନିୟେଲ ଅନାଇ ଦେଖିଲି, ଅନ୍ୟ ଦୁଇଜଣ ଠିଆ ହାଇେଅଛନ୍ତି, ଜଣେ ନଦୀତୀରର ଏ ପାଖ ରେ ଓ ଅନ୍ୟଜଣକ ନଦୀର ସେ ପାଖ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୁଁ ଦାନିୟେଲ ଅନାଇ ଦେଖିଲି, ଅନ୍ୟ ଦୁଇଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏ ପାଖରେ ଓ ଅନ୍ୟଜଣକ ନଦୀର ସେ ପାଖରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।