Daniel 12:6 — Compare Translations

5 translations compared side by side

Odia - 1840
"ଏବଂ ସେ ଶୁକ୍ଲ ବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ଯ, ତାହାଙ୍କୁ ଏକ ବ୍ଯକ୍ତି ପଚାରିଲେ, 'ଏହିସବୁ ଆଶ୍ଚର୍ୟ୍ଯ ବିଷଯ ଘଟିବା ପାଇଁ କେତକେ ସମୟ ଲାଗିବ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ?
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ଶୁକ୍ଳବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ୟ, ତାହାଙ୍କୁ ଏକ ବ୍ୟକ୍ତି ପଗ୍ଭରିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟ ଘଟିବା ପାଇଁ କେତେକ ସମୟ ଲାଗିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?