Daniel 12:7 — Compare Translations

5 translations compared side by side

Odia - 1840
"ତା'ପ ରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟକେି ପରମେଶ୍ବରଙ୍କ ନାମ ରେ ଶପଥ କରି କହିଲେ, 'ଏହା ସାଢେ ତିନି ବର୍ଷ ୟିବ। ଏହି ସମସ୍ତ ସତ୍ଯ ହବେ ଯେତବେେଳେ ପବିତ୍ର ଲୋକମାନଙ୍କର ୟନ୍ତ୍ରଣା ଶଷେ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା’ର ହସ୍ତ ଉପରକୁ ଟେକି ପରମେଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ଯିବ। ଏହି ସମସ୍ତ ସତ୍ୟ ହେବ ଯେତେବେଳେ ପବିତ୍ର ଲୋକମାନଙ୍କର ଯନ୍ତ୍ରଣା ଶେଷ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।