Daniel 12:8 — Compare Translations
5 translations compared side by side
Odia - 1840
"ମୁଁ ଯଦିଓ ଉତ୍ତର ଶୁଣିଲି, ମାତ୍ର ବୁଝିଲି ନାହିଁ, ତହୁଁ ମୁଁ କହିଲି, ' ହେ ମାରେ ପ୍ରଭୁ, ଏସବୁର ପରିଣାମ କ'ଣ ହବେ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯଦିଓ ଉତ୍ତର ଶୁଣିଲି, ମାତ୍ର ବୁଝିଲି ନାହିଁ, ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏସବୁର ପରିଣାମ କ’ଣ ହେବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କ’ଣ ହେବ?