Daniel 12:9 — Compare Translations
5 translations compared side by side
Odia - 1840
" ତେଣୁ ସେ କହିଲେ, ' ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର। କାରଣ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ ଓ ମୁଦ୍ରିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର। କାରଣ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ ଓ ମୁଦ୍ରିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।