Daniel 2:1 — Compare Translations
5 translations compared side by side
Odia - 1840
"ଅନନ୍ତର ନବୂଖଦ୍ନିତ୍ସର ରାଜତ୍ବର ଦ୍ବିତୀୟ ବର୍ଷ ରେ କେତକେ ସ୍ବପ୍ନ ଦେଖିଲେ। ଏଥି ରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ସେ ଶାଇେ ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ନବୂଖଦ୍ନିତ୍ସରର ରାଜତ୍ଵର ଦ୍ଵିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ଵପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖଦ୍ନିତ୍ସରଙ୍କ ସ୍ୱପ୍ନ ଅନନ୍ତର ନବୂଖଦ୍ନିତ୍ସର ରାଜତ୍ୱର ଦ୍ୱିତୀୟ ବର୍ଷରେ କେତେକ ସ୍ୱପ୍ନ ଦେଖିଲେ। ଏଥିରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ସେ ଶୋଇ ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।