Daniel 2:10 — Compare Translations

5 translations compared side by side

Odia - 1840
"କଲଦୀଯମାନେ ଉତ୍ତର ଦଇେ କହିଲେ, ପୃଥିବୀ ରେ ଏପରି କୌଣସି ମନୁଷ୍ଯ ନାହିଁ ଯେ କି ଆମ୍ଭମାନଙ୍କୁ ମହାରାଜାଙ୍କ ସ୍ବପ୍ନ ବିଷଯ ପ୍ରକାଶ କରିପାରିବ? କାରଣ କୌଣସି ରାଜା, ପ୍ରଭୁ କିମ୍ବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ, ଗଣକକୁ ଅଥବା କଲଦୀଯକୁ ଏପରି କଥା ପଗ୍ଭରିନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କ‌‌ଲ୍‌‌‌‌ଦୀୟମାନେ ଉତ୍ତର ଦେଇ କହିଲେ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ ଯେ କି ଆମ୍ଭମାନଙ୍କୁ ମହାରାଜାଙ୍କ ସ୍ୱପ୍ନ ବିଷୟ ପ୍ରକାଶ କରି ପାରିବ? କାରଣ କୌଣସି ରାଜା, ପ୍ରଭୁ କିମ୍ବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ, ଗଣକକୁ ଅଥବା କ‌‌ଲ୍‌‌‌‌ଦୀୟକୁ ଏପରି କଥା ପଗ୍ଭରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।