Daniel 2:11 — Compare Translations
5 translations compared side by side
Odia - 1840
"ଏବଂ ମହାରାଜ ଏକ ଅସାଧାରଣ ପ୍ରଶ୍ନ କରିଛନ୍ତି। କବଳେ ଦବେତାମାନେ ସହେି ପ୍ରଶ୍ନର ଉତ୍ତର ଦଇେ ପାରିବେ। କିନ୍ତୁ ଦବେତାମାନେ ଲୋକମାନଙ୍କ ସହିତ ବାସ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମହାରାଜ ଏକ ଅସାଧାରଣ ପ୍ରଶ୍ନ କରିଛନ୍ତି। କେବଳ ଦେବତାମାନେ ସେହି ପ୍ରଶ୍ନର ଉତ୍ତର ଦେଇ ପାରିବେ। କିନ୍ତୁ ଦେବତାମାନେ ଲୋକମାନଙ୍କ ସହିତ ବାସ କରନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।