Daniel 2:12 — Compare Translations

5 translations compared side by side

Odia - 1840
"ଏହି କାରଣରୁ ରାଜା କ୍ରୋଧିତ ଓ କୋପାନ୍ବିତ ହାଇେ ବାବିଲର ସକଳ ବିଦ୍ବାନ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ତ କୋପାନ୍ଵିତ ହୋଇ ବାବିଲର ସକଳ ବିଦ୍ଵାନ୍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କାରଣରୁ ରାଜା କ୍ରୋଧିତ ଓ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।