Daniel 2:13 — Compare Translations
5 translations compared side by side
Odia - 1840
"ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ବାନ ଲୋକମାନେ ହତ ହବେେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା'ର ସାଥୀମାନଙ୍କୁ ବଧ କରିବାକୁ ଅନ୍ବଷେଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ଵାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ୱାନ ଲୋକମାନେ ହତ ହେବେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା’ର ସାଥୀମାନଙ୍କୁ ବଧ କରିବାକୁ ଅନ୍ୱେଷଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।