Daniel 2:14 — Compare Translations
5 translations compared side by side
Odia - 1840
"ଅରିଯୋକ୍ ନାମକ ଜଣେ ରାଜ ସନୋପତି ରାଜରକ୍ଷୀମାନଙ୍କର ନତେୃତ୍ବ ନେଲେ। ସେ ଯେତବେେଳେ ବାବିଲୀଯ ବିଦ୍ବାନମାନଙ୍କୁ ବଧ କରିବାକୁ ବାହାରିଲେ, ସେତବେେଳେ ଦାନିୟେଲ ତାଙ୍କୁ ଜ୍ଞାନ ରେ ଓ ସୁବିବଚେନା ରେ ଉତ୍ତର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅରୀୟୋକ୍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ଵାନ୍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଅରିୟୋକ୍ ନାମକ ଜଣେ ରାଜ ସେନାପତି ରାଜରକ୍ଷୀମାନଙ୍କର ନେତୃତ୍ୱ ନେଲେ। ସେ ଯେତେବେଳେ ବାବିଲୀୟ ବିଦ୍ୱାନମାନଙ୍କୁ ବଧ କରିବାକୁ ବାହାରିଲେ, ସେତେବେଳେ ଦାନିୟେଲ ତାଙ୍କୁ ଜ୍ଞାନରେ ଓ ସୁବିବେଚନାରେ ଉତ୍ତର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅରୀୟୋକ୍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅରୀୟୋକ୍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;