Daniel 2:15 — Compare Translations
5 translations compared side by side
Odia - 1840
"ଦାନିୟେଲ ଅରିଯୋକ୍କୁ କହିଲେ, ରାଜଦଣ୍ତ ଏତେ କଠାେର କାହିଁକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି? ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତା; ଜଣାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲ ଅରିୟୋକ୍କୁ କହିଲେ, “ରାଜଦଣ୍ତ ଏତେ କଠୋର କାହିଁକି?” ତେଣୁ ଅରିୟୋକ ରାଜାଙ୍କ ସ୍ୱପ୍ନ ବୃତ୍ତାନ୍ତ ଦାନିୟେଲଙ୍କୁ ବୁଝାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।
Odia IRV 2017 (ଓଡିଆ ବାଇବେଲ)
ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି? ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।