Daniel 2:16 — Compare Translations
5 translations compared side by side
Odia - 1840
"ଏଥି ରେ ଦାନିୟେଲ ରାଜାଙ୍କ ନିକଟକୁ ୟାଇ ଆଉ କିଛି ଅଧିକ ସମୟ ଦବୋକୁ ନିବଦନେ କଲେ। ତାହା ହେଲେ ସେ ରାଜାଙ୍କର ସ୍ବପ୍ନର ଅର୍ଥ ତାଙ୍କ ନିକଟରେ ପ୍ରକାଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ଵପ୍ନର ଅର୍ଥ ପ୍ରକାଶ କରିବି (ବୋଲି) କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆଉ କିଛି ଅଧିକ ସମୟ ଦେବାକୁ ନିବେଦନ କଲେ। ତାହାହେଲେ ସେ ରାଜାଙ୍କର ସ୍ୱପ୍ନର ଅର୍ଥ ତାଙ୍କ ନିକଟରେ ପ୍ରକାଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।