Daniel 2:17 — Compare Translations
5 translations compared side by side
Odia - 1840
"ତା'ପ ରେ ଦାନିୟେଲ ସ୍ବଗୃହକୁ ୟାଇ ତା'ର ସାଙ୍ଗ ହନାନୀଯ, ମୀଶାଯଲେ ଓ ଆସରିଯଙ୍କୁ ରାଜାଜ୍ଞା ବିଷଯ ରେ ସକଳ ବୃତ୍ତାନ୍ତ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ଵାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାନିୟେଲ ସ୍ୱଗୃହକୁ ଯାଇ ତା’ର ସାଙ୍ଗ ହନାନୀୟ, ମୀଶାୟେଲ ଓ ଆସରିୟଙ୍କୁ ରାଜାଜ୍ଞା ବିଷୟରେ ସକଳ ବୃତ୍ତାନ୍ତ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,