Daniel 2:18 — Compare Translations
5 translations compared side by side
Odia - 1840
"ଦାନିୟେଲ ତା'ର ସାଙ୍ଗମାନଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ଲାଭ କରିବା ନିମନ୍ତେ ପ୍ରାର୍ଥନା କରିବାକୁ କହିଲେ। ସ୍ବର୍ଗସ୍ଥ ପରମେଶ୍ବର ନିଗୂଢ ତଥ୍ଯ ଜଣାଇଲେ, ସେ ଓ ତା'ର ସାଙ୍ଗମାନେ ମୃତ୍ଯୁମୁଖରୁ ରକ୍ଷା ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ଵର୍ଗସ୍ଥ ପରମେଶ୍ଵରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମିଶାୟେଲ ଓ ଅସରୀୟକୁ ସେହି ବୃତ୍ତା; ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲ ତା’ର ସାଙ୍ଗମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରିବା ନିମନ୍ତେ ପ୍ରାର୍ଥନା କରିବାକୁ କହିଲେ। ସ୍ୱର୍ଗସ୍ଥ ପରମେଶ୍ୱର ନିଗୂଢ଼ ତଥ୍ୟ ଜଣାଇଲେ, ସେ ଓ ତା’ର ସାଙ୍ଗମାନେ ମୃତ୍ୟୁମୁଖରୁ ରକ୍ଷା ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।