Daniel 2:19 — Compare Translations
5 translations compared side by side
Odia - 1840
"ଏହାପ ରେ ପରମେଶ୍ବର ଦାନିୟେଲକୁ ଦର୍ଶନ ଦଇେ ଗୁପ୍ତ ବିଷଯ ରେ ଜଣାଇଲେ। ତହୁଁ ଦାନିୟେଲ ସ୍ବର୍ଗସ୍ଥ ପରମେଶ୍ବରଙ୍କୁ ଧନ୍ଯବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା । ତହିଁରେ ଦାନିୟେଲ ସ୍ଵର୍ଗସ୍ଥ ପରମେଶ୍ଵରଙ୍କର ଧନ୍ୟବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ଦାନିୟେଲକୁ ଦର୍ଶନ ଦେଇ ଗୁପ୍ତ ବିଷୟରେ ଜଣାଇଲେ। ତହୁଁ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ଧନ୍ୟବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।