Daniel 2:20 — Compare Translations
5 translations compared side by side
Odia - 1840
"ଦାନିୟେଲ ପ୍ରଶଂସା କରି କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନିୟେଲ ଉତ୍ତର କରି କହିଲେ, ପରମେଶ୍ଵରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲ ପ୍ରଶଂସା କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ସମସ୍ତ ଜ୍ଞାନ ଓ ପରାକ୍ରମ ତାଙ୍କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
Odia IRV 2017 (ଓଡିଆ ବାଇବେଲ)
ଦାନିୟେଲ ଉତ୍ତର କରି କହିଲେ, ପରମେଶ୍ୱରଙ୍କର ନାମ ସଦା ସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;