Daniel 2:21 — Compare Translations

5 translations compared side by side

Odia - 1840
"ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ଯୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତ ମାନଙ୍କୁ ସୁବିବଚେନା ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ କାଳ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜଗଣକୁ ପଦଚ୍ୟୁତ କରନ୍ତି ଓ ରାଜଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତିୁ;
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ୟୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ସୁବିବେଚନା ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;