Daniel 2:22 — Compare Translations
5 translations compared side by side
Odia - 1840
"ସେ ଗଭୀର ଓ ଗୁପ୍ତ ବିଷଯ ସବୁ ପ୍ରକାଶ କରିପାରନ୍ତି। ଯେ ହତେୁ ଜ୍ଯୋତି ତାଙ୍କ ନିକଟରେ ବାସ କରେ। ଅନ୍ଧକାର ରେ ଯାହା ଅଛି ସେ ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଗଭୀର ଓ ଗୁପ୍ତ ବିଷୟ ସବୁ ପ୍ରକାଶ କରି ପାରନ୍ତି। ଯେହେତୁ ଜ୍ୟୋତିଃ ତାଙ୍କ ନିକଟରେ ବାସ କରେ। ଅନ୍ଧକାରରେ ଯାହା ଅଛି ସେ ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
Odia IRV 2017 (ଓଡିଆ ବାଇବେଲ)
ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।