Daniel 2:23 — Compare Translations
5 translations compared side by side
Odia - 1840
"ହେ ମାରେ ପୂର୍ବପୁରୁଷଗଣର ପରମେଶ୍ବର, ମୁଁ ତୁମ୍ଭର ଧନ୍ଯବାଦ ଓ ପ୍ରଶଂସା କରୁଅଛି। ତୁମ୍ଭେ ମାେତେ ଜ୍ଞାନ ଓ ସାମର୍ଥ୍ଯ ଦଇେଅଛ। ତୁମ୍ଭକୁ ମୁଁ ଯାହା ନିବଦନେ କରିଅଛି, ତାହା ସମସ୍ତ ବିଷଯ ରେ ତୁମ୍ଭେ ମାେତେ ଜଣାଇ ଅଛ। ତୁମ୍ଭେ ରାଜାଙ୍କ ବିଷଯ ରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋର ପିତୃପୁରୁଷଗଣର ପରମେଶ୍ଵର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ପ୍ରାର୍ଥିତ ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି। ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ। ତୁମ୍ଭକୁ ମୁଁ ଯାହା ନିବେଦନ କରିଅଛି, ତାହା ସମସ୍ତ ବିଷୟରେ ତୁମ୍ଭେ ମୋତେ ଜଣାଇ ଅଛ। ତୁମ୍ଭେ ରାଜାଙ୍କ ବିଷୟରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”
Odia IRV 2017 (ଓଡିଆ ବାଇବେଲ)
ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।