Daniel 2:24 — Compare Translations

5 translations compared side by side

Odia - 1840
"ଦାନିୟେଲ ଅରିଯୋକ୍କୁ ଅନୁରୋଧ କଲେ ୟିଏ କି ବାବିଲୀଯ ବିଦ୍ବାନଗଣଙ୍କୁ ବିନାଶ କରିବା ନିମନ୍ତେ ନିୟୁକ୍ତ ହାଇେଥିଲେ, ଦୟାକରି ବାବିଲୀଯ ବିଦ୍ବାନମାନଙ୍କୁ ହତ୍ଯା କରନାହିଁ। ମାେତେ ରାଜାଙ୍କ ଛାମୁକୁ ନଇେ ଗ୍ଭଲ। ମୁଁ ରାଜାଙ୍କର ସ୍ବପ୍ନ ବିଷଯ ରେ କହିବି ଓ ତାହାର ଅର୍ଥ ମଧ୍ଯ ପ୍ରକାଶ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ବାବିଲୀୟ ବିଦ୍ଵାନ୍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, ବାବିଲୀୟ ବିଦ୍ଵାନ୍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲ ସ୍ୱପ୍ନର ଅର୍ଥ ପ୍ରକାଶ କରନ୍ତି ଦାନିୟେଲ ଅରିୟୋ‌କ୍‌କୁ ଅନୁରୋଧ କଲେ ଯିଏ କି ବାବିଲୀୟ ବିଦ୍ୱାନଗଣଙ୍କୁ ବିନାଶ କରିବା ନିମନ୍ତେ ନିଯୁକ୍ତ ହୋଇଥିଲେ, “ଦୟାକରି ବାବିଲୀୟ ବିଦ୍ୱାନମାନଙ୍କୁ ହତ୍ୟା କର ନାହିଁ। ମୋତେ ରାଜାଙ୍କ ଛାମୁକୁ ନେଇ ଗ୍ଭଲ। ମୁଁ ରାଜାଙ୍କର ସ୍ୱପ୍ନ ବିଷୟରେ କହିବି ଓ ତାହାର ଅର୍ଥ ମଧ୍ୟ ପ୍ରକାଶ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, “ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।