Daniel 2:25 — Compare Translations

5 translations compared side by side

Odia - 1840
"ତେଣୁ ଅରିଯୋକ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନଲୋ ଏବଂ କହିଲା, ଯିହୁଦାର ନିର୍ବାସିତ ସନ୍ତାନଗଣଙ୍କ ମଧିଅରେ ମୁଁ ଜଣେ ବ୍ଯକ୍ତିଙ୍କୁ ପାଇଅଛି, ସେ ମହାରାଜାଙ୍କୁ ତାଙ୍କର ସ୍ବପ୍ନର ଅର୍ଥ ଜଣାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅରିୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଲା ଏବଂ କହିଲା, “ଯିହୁଦାର ନିର୍ବାସିତ ସନ୍ତାନଗଣଙ୍କ ମଧ୍ୟରେ ମୁଁ ଜଣେ ବ୍ୟକ୍ତିଙ୍କୁ ପାଇଅଛି, ସେ ମହାରାଜାଙ୍କୁ ତାଙ୍କର ସ୍ୱପ୍ନର ଅର୍ଥ ଜଣାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।