Daniel 2:26 — Compare Translations

5 translations compared side by side

Odia - 1840
"ରାଜା ସହେି ଦାନିୟେଲଙ୍କୁ ପ୍ରଶ୍ନ କଲେ, ମୁଁ ଯେଉଁ ସ୍ବପ୍ନ ଦେଖିଅଛି, ତୁମ୍ଭେ କ'ଣ ସ୍ବପ୍ନ ଓ ତାହାର ଅର୍ଥ ମାେତେ ଜଣାଇପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ଵପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?
Odia Bible ERV 2004 (ପବିତ୍ର ବାଇବଲ)
ରାଜା ସେହି ଦାନିୟେଲଙ୍କୁ ପ୍ରଶ୍ନ କଲେ, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କ’ଣ ସ୍ୱପ୍ନ ଓ ତାହାର ଅର୍ଥ ମୋତେ ଜଣାଇପାରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”
Odia IRV 2017 (ଓଡିଆ ବାଇବେଲ)
ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?