Daniel 2:27 — Compare Translations
5 translations compared side by side
Odia - 1840
"ଦାନିୟେଲ ରାଜାଙ୍କୁ ଉତ୍ତର ଦଇେ କହିଲା, ମହାରାଜ, ଆପଣ ଯେଉଁ ନିଗୃଢ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ବାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁ ରେ ପ୍ରକାଶ କରି ପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନିୟେଲ ରାଜା ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ଵାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲ ରାଜାଙ୍କୁ ଉତ୍ତର ଦେଇ କହିଲା, “ମହାରାଜ, ଆପଣ ଯେଉଁ ନିଗୂଢ଼ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;