Daniel 2:28 — Compare Translations

5 translations compared side by side

Odia - 1840
"ମାତ୍ର ସ୍ବର୍ଗସ୍ଥ ପରମେଶ୍ବର ହିଁ କବଳେ ନିଗୂଢ ବିଷଯମାନ ପ୍ରକାଶ କରି ପାରିବେ। ଆଉ ପରବର୍ତ୍ତୀ ସମୟରେ ଯାହା ଯାହା ଘଟିବ ତାହା ମଧ୍ଯ ପରମେଶ୍ବର ନବୂଖଦ୍ନିତ୍ସଙ୍କୁ ଜଣାଇ ଅଛନ୍ତି। ଏହିସବୁ ଆପଣଙ୍କ ସ୍ବପ୍ନ ଥିଲା ଏବଂ ଏହି ଗୁଡିକୁ ଆପଣ ବିଛଣା ରେ ଶୋଇଥିଲା ବେଳେ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇଅଛନ୍ତି । ଆପଣଙ୍କ ସ୍ଵପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସ୍ୱର୍ଗସ୍ଥ ପରମେଶ୍ୱର ହିଁ କେବଳ ନିଗୂଢ଼ ବିଷୟମାନ ପ୍ରକାଶ କରି ପାରିବେ। ଆଉ ପରବର୍ତ୍ତୀ ସମୟରେ ଯାହା ଯାହା ଘଟିବ ତାହା ମଧ୍ୟ ପରମେଶ୍ୱର ନବୂଖ‌ଦ୍‌ନିତ୍ସରଙ୍କୁ ଜଣାଇ ଅଛନ୍ତି। ଏହିସବୁ ଆପଣଙ୍କ ସ୍ୱପ୍ନ ଥିଲା ଏବଂ ଏହି ଗୁଡ଼ିକୁ ଆପଣ ବିଛଣାରେ ଶୋଇଥିବା ବେଳେ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍‍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
Odia IRV 2017 (ଓଡିଆ ବାଇବେଲ)