Daniel 2:29 — Compare Translations

5 translations compared side by side

Odia - 1840
"ହେ ମହାରାଜ, ଶୟ୍ଯା ଉପ ରେ ଆପଣ ଶୋଇଥିଲା ବେଳେ ଭବିଷ୍ଯତ ରେ କ'ଣ ଘଟିବ ବୋଲି ଚିନ୍ତା କଲେ। ଆଉ ଯେ ନିଗୂଢ ବିଷଯମାନ ପ୍ରକାଶ କରନ୍ତି, ସହେି ପରମେଶ୍ବର ଯାହା ଭବିଷ୍ଯତ ରେ ଘଟିବ ତାହା ଦର୍ଶନ ରେ ପ୍ରକାଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟନା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମହାରାଜ, ଶଯ୍ୟା ଉପରେ ଆପଣ ଶୋଇଥିବା ବେଳେ ଭବିଷ୍ୟତରେ କ’ଣ ଘଟିବ ବୋଲି ଚିନ୍ତା କଲେ। ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେହି ପରମେଶ୍ୱର, ଯାହା ଭବିଷ୍ୟତରେ ଘଟିବ ତାହା ଦର୍ଶନରେ ପ୍ରକାଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।