Daniel 2:3 — Compare Translations
5 translations compared side by side
Odia - 1840
"ରାଜା ସମାନଙ୍କେୁ କହିଲେ, ମୁଁ ଗୋଟିଏ ସ୍ବପ୍ନ ଦେଖିଅଛି. ଆଉ ସହେି ସ୍ବପ୍ନ ବୁଝିବା ପାଇଁ ମାରେ ଆତ୍ମା ଉଦ୍ବିଗ୍ନ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜା ସେମାନଙ୍କୁ କହିଲା, ମୁଁ ଗୋଟିଏ ସ୍ଵପ୍ନ ଦେଖିଅଛି, ଆଉ ସେହି ସ୍ଵପ୍ନ ବୁଝିବା ପାଇଁ ମୋର ଆତ୍ମା ଉଦ୍ବିଗ୍ନ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ସେମାନଙ୍କୁ କହିଲେ, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି. ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ଆତ୍ମା ଉଦ୍ବିଗ୍ନ ହେଉଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ସେମାନଙ୍କୁ କହିଲା, ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।