Daniel 2:30 — Compare Translations

5 translations compared side by side

Odia - 1840
"ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମାରେ ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ ବିଷଯ ପରମେଶ୍ବର ମାେ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାୟିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମାେ ପ୍ରତି ପ୍ରକାଶିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋର ପ୍ରତି ପ୍ରକାଶିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପରମେଶ୍ୱର ମୋ’ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ’ ପ୍ରତି ପ୍ରକାଶିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋ’ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।