Daniel 2:31 — Compare Translations

5 translations compared side by side

Odia - 1840
" ହେ ମହାରାଜ, ଆପଣ ସ୍ବପ୍ନ ରେ ଏକ ପ୍ରକାଣ୍ତ ପ୍ରତିମା ଦେଖିଲେ। ଏହା ଅତି ପରାକ୍ରମଶାଳୀ ଓ ଅତିଶଯ ତଜେୋବନ୍ତ। ସହେି ପ୍ରତିମା ଆପଣଙ୍କ ସମ୍ମୁଖ ରେ ଠିଆ ହେଲା ଓ ତହିଁର ଦୃଶ୍ଯ ଭୟଙ୍କର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ତ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମହାରାଜ, ଆପଣ ସ୍ୱପ୍ନରେ ଏକ ପ୍ରକାଣ୍ତ ପ୍ରତିମା ଦେଖିଲେ। ଏହା ଅତି ପରାକ୍ରମଶାଳୀ ଓ ଅତିଶୟ ତେଜୋବନ୍ତ। ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
Odia IRV 2017 (ଓଡିଆ ବାଇବେଲ)
ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।