Daniel 2:32 — Compare Translations

5 translations compared side by side

Odia - 1840
"ସହେି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମଯ, ତାହାର ବକ୍ଷ ଓ ବାହୁ ରେ ୗପ୍ୟମଯ ଓ ତାହାର ଉଦର ଓ ଜଙ୍ଘ ପିତ୍ତଳମଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ ଓ ତାହାର ଉଦର ଓ ଜଙ୍ଘ ପିତ୍ତଳମୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,