Daniel 2:33 — Compare Translations
5 translations compared side by side
Odia - 1840
"ତାହାର ଗୋଡଗୁଡିକ ଲୌହ ରେ ନିର୍ମିତ ହାଇେଥିଲା ଓ ପାଦର କିଛି ଅଂଶ ଲୌହ ରେ ଓ କିଛି ଅଂଶ ମୃତ୍ତିକା ରେ ତିଆରି ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଗୋଡ଼ଗୁଡ଼ିକ ଲୌହରେ ନିର୍ମିତ ହୋଇଥିଲା ଓ ପାଦର କିଛି ଅଂଶ ଲୌହରେ ଓ କିଛି ଅଂଶ ମୃତ୍ତିକାରେ ତିଆରି ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।