Daniel 2:34 — Compare Translations

5 translations compared side by side

Odia - 1840
"ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହାଇନେଥିବା ଏକ ପ୍ରସ୍ତର ଶୂନ୍ଯ ରେ ଉଡିଆସି ସହେି ପ୍ରତିମାର ଲୌହ ଓ ମୃତ୍ତିକାମଯ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହୋଇ ନ ଥିବା ଏକ ପ୍ରସ୍ତର ଶୂନ୍ୟରେ ଉଡ଼ିଆସି ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।