Daniel 2:35 — Compare Translations

5 translations compared side by side

Odia - 1840
"ତା'ପ ରେ ସଂଗେ ସଂଗେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଖଣ୍ତ ଖଣ୍ତ ହାଇେ ଭାଙ୍ଗି ଗଲା। ଆଉ ସେ ସବୁ ଗ୍ରୀଷ୍ମକାଳୀନ ଖଳାର ତୁଷପରି ହେଲା। ବାଯୁ ସେସବୁକୁ ଉଡାଇ ନଇଗେଲା ଓ ତା'ର କିଛି ରହିଲା ନାହିଁ। ଆଉ ସହେି ପ୍ରତିମାକୁ ଆଘାତ କରିଥିବା ପ୍ରସ୍ତର ଏକ ପର୍ବତ ପରି ବଢିଲା ଓ ତାହା ସମୁଦାଯ ପୃଥିବୀକୁ ପରିପୂର୍ଣ୍ଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ତ ଖଣ୍ତ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକି ପରିପୂର୍ଣ୍ଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଙ୍ଗେ ସଙ୍ଗେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଖଣ୍ତ ଖଣ୍ତ ହୋଇ ଭାଙ୍ଗି ଗଲା। ଆଉ ସେ ସବୁ ଗ୍ରୀଷ୍ମକାଳୀନ ଖଳାର ତୁଷପରି ହେଲା। ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ତା’ର କିଛି ରହିଲା ନାହିଁ। ଆଉ ସେହି ପ୍ରତିମାକୁ ଆଘାତ କରିଥିବା ପ୍ରସ୍ତର ଏକ ପର୍ବତ ପରି ବଢ଼ିଲା ଓ ତାହା ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।