Daniel 2:36 — Compare Translations
5 translations compared side by side
Odia - 1840
"ସ୍ବପ୍ନଟି ଏହି, ବର୍ତ୍ତମାନ ଆମ୍ଭମାନେେ ମହାରାଜାଙ୍କୁ ତା'ର ଅର୍ଥ ଜଣାଇବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ ।
Odia Bible ERV 2004 (ପବିତ୍ର ବାଇବଲ)
“ସ୍ୱପ୍ନଟି ଏହି, ବର୍ତ୍ତମାନ ଆମ୍ଭେମାନେ ମହାରାଜାଙ୍କୁ ତା’ର ଅର୍ଥ ଜଣାଇବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।
Odia IRV 2017 (ଓଡିଆ ବାଇବେଲ)
ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।