Daniel 2:37 — Compare Translations
5 translations compared side by side
Odia - 1840
"ହେ ମହାରାଜ, ଆପଣ ଜଣେ ମହାନ୍ ରାଜା। ସ୍ବର୍ଗସ୍ଥ ପରମେଶ୍ବର ଆପଣଙ୍କୁ ରାଜ୍ଯ, ପରାକ୍ରମ, କ୍ଷମତା ଓ ମହିମା ଦଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମହାରାଜ, ଆପଣ ରାଜାଧିରାଜ; ସ୍ଵର୍ଗସ୍ଥ ପରମେଶ୍ଵର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମହାରାଜ, ଆପଣ ଜଣେ ମହାନ ରାଜା। ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।