Daniel 2:38 — Compare Translations
5 translations compared side by side
Odia - 1840
"ପୃଥିବୀସ୍ଥ ମନୁଷ୍ଯ, ତନ୍ମଧ୍ଯସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣ ପରମେଶ୍ବରଙ୍କ ଶକ୍ତିଦ୍ବାରା ତୁମ୍ଭର ଶାସନାଧିନ ଅଟନ୍ତି। ଆଉ ସମାନଙ୍କେ ଉପ ରେ ଆପଣଙ୍କୁ କତ୍ତୁର୍ତ୍ବ ଦଇେଅଛନ୍ତି। ଆପଣ ହିଁ ସହେି ପ୍ରତିମାର ସୁବର୍ଣ୍ଣମଯ ମସ୍ତକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟସନ୍ତାନଗଣ ବାସ କରନ୍ତି, ସେସ୍ଥାନସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ଵ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀସ୍ଥ ମନୁଷ୍ୟ, ତନ୍ମଧ୍ୟସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣ ପରମେଶ୍ୱରଙ୍କ ଶକ୍ତିଦ୍ୱାରା ତୁମ୍ଭର ଶାସନାଧୀନ ଅଟନ୍ତି। ଆଉ ସେମାନଙ୍କ ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି। ଆପଣ ହିଁ ସେହି ପ୍ରତିମାର ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)