Daniel 2:39 — Compare Translations

5 translations compared side by side

Odia - 1840
"ପୁଣି ଆପଣଙ୍କ ପ ରେ ଆପଣଙ୍କଠାରୁ ଏକ ନ୍ଯୁନ ରାଜ୍ଯ ଉଠିବ ଓ ତାହା ହେଉଛି ରେ ୗପ୍ୟମଯ ଅଂଶ ଓ ତାହାପ ରେ ପିତ୍ତଳମଯ ତୃତୀୟ ଏକ ରାଜ୍ଯ ଉଠିବ, ତାହା ସମଗ୍ର ପୃଥିବୀ ଉପ ରେ କତ୍ତୁର୍ତ୍ବ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ଵ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଆପଣଙ୍କ ପରେ ଆପଣଙ୍କଠାରୁ ଏକ ନ୍ୟୁନ ରାଜ୍ୟ ଉଠିବ ଓ ତାହା ହେଉଛି ରୌପ୍ୟମୟ ଅଂଶ ଓ ତାହାପରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମଗ୍ର ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୁନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।